ମାଥିଉ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ। Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନଙ୍କୁ ସେ କହିଲା, ‘ତୁମେ ମଧ୍ୟ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର, ତୁମ୍ଭମାନଙ୍କୁ ଉପଯୁକ୍ତ ମଜୁରୀ ଦେବି।’ Viz kapitolaପବିତ୍ର ବାଇବଲ4 ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’ Viz kapitola |