Online Bible

- Reklamy -




ମାଥିଉ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ଖାଲିରେ ଠିଆ ହୋଇଅଛ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଉପରଓଳି ପାଞ୍ଚଟାବେଳେ ଆଉ ଥରେ ବଜାରକୁ ଯାଇ ଦେଖିଲା, ଆଉ କେତେଜଣ ଠିଆ ହୋଇଛନ୍ତି। ସେମାନଙ୍କୁ ପଚାରିଲା, ‘ଦିନସାରା କାମ ନ କରି କାହିଁକି ଏଠାରେ ସମୟ ନଷ୍ଟ କରୁଛ?’

Viz kapitola kopírovat

ପବିତ୍ର ବାଇବଲ

6 ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’

Viz kapitola kopírovat




ମାଥିଉ 20:6

Následuj nás:

Reklamy


Reklamy