Online Bible

- Reklamy -




ମାଥିଉ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।

Viz kapitola kopírovat

ଓଡିଆ ବାଇବେଲ

7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାଁନ୍ତି । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ସେମାନେ ଉତ୍ତର ଦେଲେ, ‘କେହି ତ ଆମକୁ କାମରେ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲା, ‘ଆଚ୍ଛା, ତେବେ ତୁମେ ସବୁ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର।’

Viz kapitola kopírovat

ପବିତ୍ର ବାଇବଲ

7 “ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’ “ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’

Viz kapitola kopírovat




ମାଥିଉ 20:7

Následuj nás:

Reklamy


Reklamy