ମାଥିଉ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଆଠ ଅଣା ଲେଖାଏଁ ପାଇଲେ। Viz kapitolaଓଡିଆ ବାଇବେଲ9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ସର୍ବପ୍ରଥମେ କାମରେ ଯୋଗ ଦେଇଛନ୍ତି, ସେମାନଙ୍କ ମଜୁରୀ ଶେଷରେ ଦିଅ। ଉପରଓଳି ପାଞ୍ଚଟାରେ ଯେଉଁମାନେ କାମରେ ଯୋଗ ଦେଇଥିଲେ, ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ରୌପମୁଦ୍ରା ପାଇଲେ। Viz kapitolaପବିତ୍ର ବାଇବଲ9 “ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। Viz kapitola |