Online Bible

- Reklamy -




ମାଥିଉ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ସେ ଯିରୂଶାଲମରେ ପ୍ରବେଶ କରନ୍ତେ, ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।

Viz kapitola kopírovat

ଓଡିଆ ବାଇବେଲ

10 ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଯିରୂଶାଲମରେ ପହଞ୍ôଚବାକ୍ଷଣି ସେଠାରେ ଚହଳ ପଡ଼ିଗଲା।

Viz kapitola kopírovat

ପବିତ୍ର ବାଇବଲ

10 ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”

Viz kapitola kopírovat




ମାଥିଉ 21:10

Následuj nás:

Reklamy


Reklamy