ମାଥିଉ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ସକାଳେ ସେ ନଗରକୁ ବାହୁଡ଼ିବା ସମୟରେ କ୍ଷୁଧିତ ହେଲେ, Viz kapitolaଓଡିଆ ବାଇବେଲ18 ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ, Viz kapitolaପବିତ୍ର ବାଇବଲ (CL) NT (BSI)18 ତା’ ପରଦିନ ଭୋରରୁ ଯୀଶୁ ଯିରୁଶାଲମକୁ ଫେରିବାବେଳେ କ୍ଷୁଧାର୍ତ୍ତ ହେଲେ। Viz kapitolaପବିତ୍ର ବାଇବଲ18 ତା’ ପରଦିନ ଅତି ସକାଳୁ ଯୀଶୁ ଯିରୁଶାଲମ ନଗରକୁ ଫେରୁଥିଲେ। ତାହାଙ୍କୁ ଭୋକ ଲାଗିଲା। Viz kapitola |