Online Bible

- Reklamy -




ମାଥିଉ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମିରି ଗଛଟି କିପରି ସେହିକ୍ଷଣି ଶୁଖିଗଲା?

Viz kapitola kopírovat

ଓଡିଆ ବାଇବେଲ

20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଶିଷ୍ୟମାନେ ଏହା ଦେଖି ବିସ୍ମିତ ହୋଇ ପଚାରିଲେ, “ଗଛଟି ଏତେ ଶୀଘ୍ର ଶୁଖିଗଲା କେମିତି?”

Viz kapitola kopírovat

ପବିତ୍ର ବାଇବଲ

20 ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?”

Viz kapitola kopírovat




ମାଥିଉ 21:20

Následuj nás:

Reklamy


Reklamy