ମାଥିଉ 21:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ। ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି। Viz kapitolaଓଡିଆ ବାଇବେଲ31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)31 କୁହ, ଏ ଦୁଇପୁଅ ମଧ୍ୟରୁ କିଏ ତା’ ବାପାର ଆଜ୍ଞା ମାନିଥିଲା।” ସେମାନେ କହିଲେ, “ବଡ଼ ପୁଅ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ, କହୁଛି କରଆଦାୟକାରୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କଠାରୁ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ। Viz kapitolaପବିତ୍ର ବାଇବଲ31 “ତେବେ କୁହ, ‘କେଉଁ ପୁଅ ତା'ର ବାପାଙ୍କ ବାଧ୍ୟ ହେଲା?” ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।” Viz kapitola |