ମାଥିଉ 21:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁନଶ୍ଚ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। Viz kapitolaଓଡିଆ ବାଇବେଲ36 ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ଏଣୁ ଜମି ମାଲିକ ଅଧିକ ସଂଖ୍ୟାରେ ଅନ୍ୟ ଦାସମାନଙ୍କୁ ପୁଣି ଥରେ ପଠାଇଲେ। ସେମାନଙ୍କ ପ୍ରତି ମଧ୍ୟ ରଇତମାନେ ସେହିପରି ଦୁର୍ବ୍ୟବହାର କଲେ। Viz kapitolaପବିତ୍ର ବାଇବଲ36 ତେଣୁ ଜମି ମାଲିକ ଆଉ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥରଠାରୁ ଅଧିକ ଗ୍ଭକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଗ୍ଭକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ୟ ସେମାନଙ୍କ ପ୍ରତି ତାହା କଲେ। Viz kapitola |