Online Bible

- Reklamy -




ମାଥିଉ 21:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ଦାରୁଣ ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାଙ୍କୁ ଯଥାସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।

Viz kapitola kopírovat

ଓଡିଆ ବାଇବେଲ

41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

41 ସେମାନେ ଉତ୍ତର ଦେଲେ, “ସେହି ଦୁଷ୍ଟମାନଙ୍କୁ ସେ ନିଶ୍ଚୟ ମାରିଦେବେ ଓ ଯେଉଁ ରଇତମାନେ ଠିକ୍ ସମୟରେ ତାଙ୍କ ଭାଗ ଦେବେ, କ୍ଷେତଟି ସେମାନଙ୍କ ହାତରେ ଛାଡ଼ିଦେବେ।”

Viz kapitola kopírovat

ପବିତ୍ର ବାଇବଲ

41 ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ କହିଲେ, “ସେ ନିଶ୍ଚୟ ସେହି ନିର୍ଦ୍ଦୟ ଲୋକଙ୍କୁ ହତ୍ୟା କରିବେ ଓ ତା'ପରେ ସେ ଦ୍ରାକ୍ଷାବଗିଗ୍ଭଟିକୁ ଅନ୍ୟ କୃଷକମାନଙ୍କୁ ଭାଗରେ ଦେଇଦେବେ, ଯେଉଁମାନେ ଅମଳ ସମୟରେ ତା'ର ଭାଗ ତାହାଙ୍କୁ ଦେବେ।”

Viz kapitola kopírovat




ମାଥିଉ 21:41

Následuj nás:

Reklamy


Reklamy