ମାଥିଉ 21:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’ Viz kapitolaପବିତ୍ର ବାଇବଲ (Re-edited) - (BSI)42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ? Viz kapitolaଓଡିଆ ବାଇବେଲ42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ? Viz kapitolaପବିତ୍ର ବାଇବଲ (CL) NT (BSI)42 ଯୀଶୁ ସେମାନଙ୍କୁ କହିଲେ, “ଏହି ଶାସ୍ତ୍ର କଥା କଅଣ ତୁମ୍ଭେମାନେ ପଢ଼ି ନାହଁ? ‘ଯେଉଁ ପଥରଟିକୁ ଗୃହ ନିର୍ମାଣକାରୀମାନେ ଅଦରକାରୀ ବୋଲି ଛାଡ଼ି ଦେଇଥିଲେ, ତାହା ହିଁ ଶ୍ରେଷ୍ଠ ‘କୋଣ-ପଥର’ ସ୍ୱରୂପେ ବ୍ୟବହୃତ ହେଲା। ପ୍ରଭୁ ନିଜେ ଏହା କହିଛନ୍ତି। ପ୍ରଭୁଙ୍କ କାର୍ଯ୍ୟ ସବୁ କେଡ଼େ ଚମକ୍ରାର’।” Viz kapitolaପବିତ୍ର ବାଇବଲ42 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କଥା କ’ଣ କେବେ ହେଲେ ଶାସ୍ତ୍ରରେ ପଢ଼ି ନ ଥିଲ? ‘ଯେଉଁ ପଥରକୁ ଗୃହ ନିର୍ମାଣକାରୀମାନେ ବେକାର ଭାବିଲେ, ସେହି ପଥର ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ମୂଳଦୁଆ କୋଣର ପଥର ହୋଇଗଲା। ପରମେଶ୍ୱର ଏହା ହିଁ କଲେ, ଆମ୍ଭ ପାଇଁ ଏହା ଆଶ୍ଚର୍ଯ୍ୟଜନକ ଘଟଣା।’ Viz kapitola |