ମାଥିଉ 21:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆଉ, ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। Viz kapitolaଓଡିଆ ବାଇବେଲ46 ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)46 ତେଣୁ ସେମାନେ ତାଙ୍କୁ ଗିରଫ କରାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ଲୋକମାନଙ୍କର ଭୟରେ ସେମାନେ ତାହା କରି ପାରିଲେ ନାହିଁ, କାରଣ ଲୋକେ ଯୀଶୁଙ୍କୁ ଜଣେ ଭାବବାଦୀ ବୋଲି ମନେ କରୁଥିଲେ। Viz kapitolaପବିତ୍ର ବାଇବଲ46 ତେଣୁ ସେମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେଷ୍ଟା କଲେ। ସେମାନେ କିନ୍ତୁ ଲୋକମାନଙ୍କୁ ଡରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ୟଦ୍ବକ୍ତା ବୋଲି ବିଶ୍ୱାସ କରୁଥିଲେ। Viz kapitola |