Online Bible

- Reklamy -




ମାଥିଉ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।

Viz kapitola kopírovat

ଓଡିଆ ବାଇବେଲ

5 ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 “ସିୟୋନ ନଗରୀକୁ କୁହ! ଦେଖ, ତୁମ ରାଜା ତୁବମ ନିକଟକୁ ଆସୁଛନ୍ତି; ସେ କେଡ଼େ ନମ୍ର-ଗଧ ଛୁଆ ପିଠିରେ ବସିଛନ୍ତି; ଦେଖ, ସେ ଗଧ ଉପରେ ବସି ଆସୁନ୍ତି।”

Viz kapitola kopírovat

ପବିତ୍ର ବାଇବଲ

5 “ସିୟୋନ ନଗରୀକୁ କୁହ: ‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି, ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’”

Viz kapitola kopírovat




ମାଥିଉ 21:5

Následuj nás:

Reklamy


Reklamy