Online Bible

- Reklamy -




ମାଥିଉ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ରାଜା ଅଭ୍ୟାଗତମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,

Viz kapitola kopírovat

ଓଡିଆ ବାଇବେଲ

11 କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 “ରାଜା ଅତିଥିମାନଙ୍କୁ ଦେଖିବାକୁ ଆସିଲେ। ସେ ଦେଖିଲେ, ସେମାନଙ୍କ ମଧ୍ୟରୁ ଜଣେ ବିବାହ ଉତ୍ସବର ପୋଷାକ ପିନ୍ଧି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

11 “ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସେଠାରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ।

Viz kapitola kopírovat




ମାଥିଉ 22:11

Následuj nás:

Reklamy


Reklamy