ମାଥିଉ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ବନ୍ଧୁ, ତୁମ୍ଭେ ବିବାହ ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା। Viz kapitolaଓଡିଆ ବାଇବେଲ12 ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା । Viz kapitolaପବିତ୍ର ବାଇବଲ (CL) NT (BSI)12 ରାଜା ତାକୁ ପଚାରିଲେ, ‘ବନ୍ଧୁ, ବାହାଘର ପୋଷାକ ନ ପିନ୍ଧି ଏଠାକୁ ଆସିଲ କିପରି?’ ଲୋକଟି ନିରୁତ୍ତର ରହିଲା। Viz kapitolaପବିତ୍ର ବାଇବଲ12 ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ। Viz kapitola |