ମାଥିଉ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। Viz kapitolaଓଡିଆ ବାଇବେଲ13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । Viz kapitolaପବିତ୍ର ବାଇବଲ (CL) NT (BSI)13 ରାଜା ଚାକରମାନଙ୍କୁ କହିଲେ, ‘ତା’ର ହାତ ପାଦ ବାନ୍ଧ ବାହାରେ ପକାଇ ଦିଅ। ସେଠାରେ ସେ କ୍ରନ୍ଦନ କରି ଦାନ୍ତ ରଗଡ଼ିବ’।” Viz kapitolaପବିତ୍ର ବାଇବଲ13 ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’ Viz kapitola |