ମାଥିଉ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ? Viz kapitolaଓଡିଆ ବାଇବେଲ18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)18 କିନ୍ତୁ ଯୀଶୁ ସେମାନଙ୍କର କୂଟ ଉଦ୍ଦେଶ୍ୟ ଜାଣିଥିଲେ। ତେଣୁ ସେ କହିଲେ, “ଆହେ କପଟୀଗଣ, ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? Viz kapitolaପବିତ୍ର ବାଇବଲ18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? Viz kapitola |