ମାଥିଉ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ। Viz kapitolaଓଡିଆ ବାଇବେଲ21 ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)21 ସେମାନେ ଉତ୍ତର ଦେଲେ, “ସମ୍ରାଟଙ୍କର”। ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ ଏବଂ ଯାହା ଈଶ୍ୱରଙ୍କର, ତାହ ଈଶ୍ୱରଙ୍କୁ ଦିଅ।” Viz kapitolaପବିତ୍ର ବାଇବଲ21 ଲୋକମାନେ କହିଲେ, “କାଇସରଙ୍କର।” ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” Viz kapitola |