Online Bible

- Reklamy -




ମାଥିଉ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ନିକଟକୁ ଆସି ପଚାରିଲେ,

Viz kapitola kopírovat

ଓଡିଆ ବାଇବେଲ

23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ସେଦିନ ସାଦ୍ଦୁକୀ ଦଳର କେତେ ଜଣ ଯୀଶୁଙ୍କ ନିକଟକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ୱାସ କରୁଥିଲେ ଯେ, ଆଉ ପୁନରୁତ୍ଥାନ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

23 ସେହି ଦିନ କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ।

Viz kapitola kopírovat




ମାଥିଉ 22:23

Následuj nás:

Reklamy


Reklamy