ମାଥିଉ 22:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ। Viz kapitolaଓଡିଆ ବାଇବେଲ40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ । Viz kapitolaପବିତ୍ର ବାଇବଲ (CL) NT (BSI)40 ଏ ଦୁଇଟି ଆଜ୍ଞା ମୋଶାଙ୍କର ସମୁଦାୟ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଆଧାର।” Viz kapitolaପବିତ୍ର ବାଇବଲ40 ସମସ୍ତ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଲେଖାଗୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।” Viz kapitola |