Online Bible

- Reklamy -




ମାଥିଉ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।

Viz kapitola kopírovat

ଓଡିଆ ବାଇବେଲ

13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 “ଆହେ ଧର୍ମଗୁରୁ ଓ ଫାରୁଶୀଗଣ, ତୁମର ଶେଷ ଦଶା କେଡ଼େ ଭୟଙ୍କର! ଆରେ ଛଳ ଧାର୍ମିକଦଳ, ସ୍ୱର୍ଗରାଜ୍ୟର ପ୍ରବେଶ ଦ୍ୱାର ବନ୍ଦ କରି ରଖିଛ। ନିଜେ ସେଥିରେ ପ୍ରବେଶ କରୁ ନାହଁ ଏବଂ ଯେଉଁମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ବାଟ ଛାଡ଼ୁ ନାହଁ।”

Viz kapitola kopírovat

ପବିତ୍ର ବାଇବଲ

13 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ।

Viz kapitola kopírovat




ମାଥିଉ 23:13

Následuj nás:

Reklamy


Reklamy