Online Bible

- Reklamy -




ମାଥିଉ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ଵୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇଗୁଣ ନରକପାତ୍ର କରୁଥାଅ।

Viz kapitola kopírovat

ଓଡିଆ ବାଇବେଲ

15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 “ଆରେ ଧର୍ମଗୁରୁ ଓ ଫାରୁଶୀମାନେ, ତୁମ ଦଶା କେଡ଼େ ଶୋଚନୀୟ। ତୁମେ ସମୁଦ୍ର ପାରିହୋଇ ଦେଶାନ୍ତରକୁ ଯାଇ ଜଣକୁ ତୁମ ଧର୍ମରେ ଦୀକ୍ଷିତ କରିବା ପାଇଁ ଖୋଜି ବୁଲୁଛ। କିନ୍ତୁ ସେହି ଭଳି ଜଣକୁ ପାଇଲେ, ତାକୁ ନରକଗାମୀ ହେବା ପାଇଁ ତୁମଠାରୁ ଦୁଇଗୁଣ ଅଧିକ ଉପଯୋଗୀ କରାଉଛ।

Viz kapitola kopírovat

ପବିତ୍ର ବାଇବଲ

15 “ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।

Viz kapitola kopírovat




ମାଥିଉ 23:15

Následuj nás:

Reklamy


Reklamy