Online Bible

- Reklamy -




ମାଥିଉ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;

Viz kapitola kopírovat

ଓଡିଆ ବାଇବେଲ

27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 “ଆହେ ଧର୍ମଗୁରୁ ଓ ଫାରୁଶୀଗଣ! ତୁମେ କେଡ଼େ ଭୀଷଣ ଦଶା ଭୋଗିବ। ଆରେ କପଟୀ ଗଣ! ତୁମେ ସବୁ ବାହାର ପଟେ ଚୂନଧଉଳା ହୋଇଥିବା କବର ପରି।

Viz kapitola kopírovat

ପବିତ୍ର ବାଇବଲ

27 “ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ।

Viz kapitola kopírovat




ମାଥିଉ 23:27

Následuj nás:

Reklamy


Reklamy