Online Bible

- Reklamy -




ମାଥିଉ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଅତଏବ, ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ତେଣୁ ସେମାନେ ଯାହା କରିବାକୁ କହୁଛନ୍ତି, ତାହା କର। କିନ୍ତୁ ସେମାନଙ୍କ କାର୍ଯ୍ୟକଳାପକୁ ଅନୁକରଣ କର ନାହିଁ। କାରଣ ସେମାନେ ନିଜେ ଦେଉଥିବା ଶିକ୍ଷା ଅନୁଯାୟୀ କାର୍ଯ୍ୟ କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

3 ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ।

Viz kapitola kopírovat




ମାଥିଉ 23:3

Následuj nás:

Reklamy


Reklamy