Online Bible

- Reklamy -




ମାଥିଉ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏଣୁ ତୁମ୍ଭେମାନେ ଯେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ଵନ୍ଧରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।

Viz kapitola kopírovat

ଓଡିଆ ବାଇବେଲ

31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ଏକଥା କହିବା ଦ୍ୱାରା ତୁମେ ବାସ୍ତବିକ ସ୍ୱୀକାର କରୁଛ ଯେ ତୁମେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ବଂଶଧର।

Viz kapitola kopírovat

ପବିତ୍ର ବାଇବଲ

31 ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କଲେ।

Viz kapitola kopírovat




ମାଥିଉ 23:31

Následuj nás:

Reklamy


Reklamy