ମାଥିଉ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, Viz kapitolaଓଡିଆ ବାଇବେଲ5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନେ ଲୋକଙ୍କୁ ଦେଖାଇବା ପାଇଁ ସବୁ କାମ କରିଥାନ୍ତି। ଦେଖ, ସେମାନେ ଶାସ୍ତ୍ର ବିନ ଲେଖା ହୋଇଥିବା କେଡ଼େ କେଡ଼େ କବଚ କପାଳ ଓ ବାହୁରେ ବାନ୍ଧିଛନ୍ତି। ପୁଣି ଦେଖ, ସେମାନଙ୍କ ପୋଷାକର ଝାଲର ସବୁ କେଡ଼େ ଲମ୍ବା। Viz kapitolaପବିତ୍ର ବାଇବଲ5 “କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି। Viz kapitola |