ମାଥିଉ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaଓଡିଆ ବାଇବେଲ10 ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)10 ସେତେବେେଳେ ଅନେକେ ସେମାନଙ୍କର ବିଶ୍ୱାସ ହରାଇବେ, ପରସ୍ପରକୁ ଘୃଣା କରି ପରସ୍ପର ପ୍ରତି ବିଶ୍ୱାସଘାତକତା କରିବେ। Viz kapitolaପବିତ୍ର ବାଇବଲ10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। Viz kapitola |