ମାଥିଉ 24:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗା; ହେବ। Viz kapitolaଓଡିଆ ବାଇବେଲ14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱରଙ୍କ ରାଜ୍ୟ ବିଷୟରେ ଶୁଭବାର୍ତ୍ତା ସମଗ୍ର ମାନବ ଜାତି ପାଇଁ ସତ୍ୟ ସାକ୍ଷ୍ୟ ରୂପେ ସାରା ଜଗତରେ ପ୍ରଚାରିତ ହେବ। ତା’ପରେ ଯାଇ ଯୁଗାବସାନ ଘଟବ।” Viz kapitolaପବିତ୍ର ବାଇବଲ14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ। Viz kapitola |