ମାଥିଉ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ଵାରା ଉକ୍ତ ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), Viz kapitolaଓଡିଆ ବାଇବେଲ15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), Viz kapitolaପବିତ୍ର ବାଇବଲ (CL) NT (BSI)15 “ଭାବବାଦୀ ଦାନିୟେଲ ବର୍ଣ୍ଣନା କରିଥିବା ସେହି ଚରମ ବିଭୀଷିକା ପୁଣି ଥରେ ତୁମେ ଦେଖିବ। ପବିତ୍ର ସ୍ଥାନକୁ ତାହା କଳୁଷିତ କରିବ। (ଏହାର ଅର୍ଥ କଅଣ, ପାଠକେ ବୁଛନ୍ତୁ)। Viz kapitolaପବିତ୍ର ବାଇବଲ15 “ଭବିଷ୍ୟଦ୍ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’ ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) Viz kapitola |