ମାଥିଉ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ; Viz kapitolaଓଡିଆ ବାଇବେଲ17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; Viz kapitolaପବିତ୍ର ବାଇବଲ (CL) NT (BSI)17 ଯେଉଁମାନେ ଛାତ ଉପରେ ଥିବେ, ସେମାନେ ଘର ଭିତରୁ ଜିନିଷପତ୍ର ନେବା ପାଇଁ ତଳକୁ ଆସି ସମୟ ନଷ୍ଟ ନ କରନ୍ତୁ। Viz kapitolaପବିତ୍ର ବାଇବଲ17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। Viz kapitola |