ମାଥିଉ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ କଅଣ ଏହିସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ। Viz kapitolaଓଡିଆ ବାଇବେଲ2 ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)2 ଯୀଶୁ କହିଲେ, “ଏବେ ସିନା ଏସବୁ ଦେଖୁଛ। ମୁଁ ତୁମ୍ଭମାନଙ୍କୁ କହୁଛି, ଏ ମନ୍ଦିରର ଗୋଟିଏ ହେଲେ ପଥର ତା’ ସ୍ଥାନରେ ରହିବ ନାହିଁ। ପ୍ରତ୍ୟେକଟି ଭୂମିସାତ୍ ହେବ।” Viz kapitolaପବିତ୍ର ବାଇବଲ2 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।” Viz kapitola |