ମାଥିଉ 24:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହା-ପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaଓଡିଆ ବାଇବେଲ30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । Viz kapitolaପବିତ୍ର ବାଇବଲ (CL) NT (BSI)30 ତା’ପରେ ମନୁଷ୍ୟପୁତ୍ରଙ୍କ ସଙ୍କେତ ଆକାଶରେ ଦେଖାଯିବ ଏବଂ ମନୁଷ୍ୟପୁତ୍ର ମେଘମାଳା ମଧ୍ୟରେ ମହା ପରାକ୍ରମ ଓ ଗୌରବ ସହ ଆସୁଥିବା ଦେଖି ସବୁ ଜାତିର ଲୋକେ ବିଳାପ କରିବେ। Viz kapitolaପବିତ୍ର ବାଇବଲ30 “ସେତିକିବେଳେ ମନୁଷ୍ୟପୁତ୍ରଙ୍କ ଆସିବା ସଙ୍କେତ ଆକାଶରେ ଦେଖାଦେବ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକାଶରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ୟପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ। Viz kapitola |