Online Bible

- Reklamy -




ମାଥିଉ 24:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ,

Viz kapitola kopírovat

ଓଡିଆ ବାଇବେଲ

38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଜଳପ୍ଲାବନ ପୂର୍ବେ ନୋହ ଜାହାଜରେ ପ୍ରବେଶ କରିବା ପର୍ଯ୍ୟନ୍ତ ଲୋକେ ଭୋଜନପାନ ଓ ବିବାହ ଆଦି କାର୍ଯ୍ୟରେ ବ୍ୟସ୍ତ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

38 ସେତେବେଳେ ବନ୍ୟା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଏସବୁ କରୁଥିଲେ।

Viz kapitola kopírovat




ମାଥିଉ 24:38

Následuj nás:

Reklamy


Reklamy