ମାଥିଉ 24:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। Viz kapitolaଓଡିଆ ବାଇବେଲ46 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)46 ମାଲିକ ବିଦେଶରୁ ଫେରିବାବେଳେ ସେହି ଭୃତ୍ୟ ଯଦି ବିଶ୍ୱସ୍ତଭାବେ ତା’ର କର୍ତ୍ତବ୍ୟ ପାଳନ କରୁଥାଏ, ସେ କେଡ଼େ ସୁଖୀ ହେବ! Viz kapitolaପବିତ୍ର ବାଇବଲ46 ଯେତେବେଳେ ମାଲିକ ଫେରି ଆସି ଦେଖିବେ ଯେ ସେ ଗ୍ଭକରଟିକୁ ଯେଉଁ କାମ ଦେଇଥିଲେ, ସେ ସେହି କାମ ଠିକ୍ ଭାବରେ କରୁଛି, ସେତେବେଳେ ସେ ଗ୍ଭକରଟି ଉପରେ ବହୁତ ଖୁସୀ ହେବ। Viz kapitola |