ମାଥିଉ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଅନେକେ ମୋʼ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitolaଓଡିଆ ବାଇବେଲ5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)5 ମୋ’ ନାମ ନେଇ ଅନେକ ଆସି କହିବେ, ‘ମୁଁ ପରା ମସୀହ’। ଏହା କହି ସେମାନେ ଅନେକଙ୍କୁ ଭଣ୍ଡାଇବେ। Viz kapitolaପବିତ୍ର ବାଇବଲ5 ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। Viz kapitola |