Online Bible

- Reklamy -




ମାଥିଉ 25:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।

Viz kapitola kopírovat

ଓଡିଆ ବାଇବେଲ

15 ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ସେମାନଙ୍କର ସାମର୍ଥ୍ୟ ଅନୁଯାୟୀ ସେମାନଙ୍କୁ କିଛି କିଛି ଅର୍ଥ ଜମା କରିଦେଲେ - ଜଣକୁ ଦେଲେ ପାଞ୍ଚ ହଜାର ରୌପ୍ୟ ମୁଦ୍ରା, ଜଣକୁ ଦୁଇ ହଜାର ଓ ଆଉ ଜଣକୁ ଏକ ହଜାର ମାତ୍ର।

Viz kapitola kopírovat

ପବିତ୍ର ବାଇବଲ

15 କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ।

Viz kapitola kopírovat




ମାଥିଉ 25:15

Následuj nás:

Reklamy


Reklamy