ମାଥିଉ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। Viz kapitolaଓଡିଆ ବାଇବେଲ16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା । Viz kapitolaପବିତ୍ର ବାଇବଲ (CL) NT (BSI)16 ପାଞ୍ଚ ହଜାର ମୁଦ୍ରା ପାଇଥିବା ଭୃତ୍ୟଟି ସେହି ଧନକୁ ବ୍ୟବସାୟରେ ଖଟାଇ ଆଉ ପାଞ୍ଚ ହଜାର ଲାଭ କଲା। Viz kapitolaପବିତ୍ର ବାଇବଲ16 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା। Viz kapitola |