Online Bible

- Reklamy -




ମାଥିଉ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।

Viz kapitola kopírovat

ଓଡିଆ ବାଇବେଲ

22 ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 “ଦୁଇ ହଜାର ମୁଦ୍ରା ନେଇଥିବା ଭୃତ୍ୟ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦୁଇ ହଜାର ଦେଇଥିଲେ, ମୁଁ ଆଉ ଦୁଇ ହଜାର ଲାଭ କରିଛି।’

Viz kapitola kopírovat

ପବିତ୍ର ବାଇବଲ

22 “ତା'ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’

Viz kapitola kopírovat




ମାଥିଉ 25:22

Následuj nás:

Reklamy


Reklamy