ମାଥିଉ 25:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 “ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ଵମହିମାରେ ଆଗମନ କରିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, Viz kapitolaଓଡିଆ ବାଇବେଲ31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, Viz kapitolaପବିତ୍ର ବାଇବଲ (CL) NT (BSI)31 “ଯେତେବେଳେ ମନୁଷ୍ୟପୁତ୍ର ରାଜା ହୋଇ ତାଙ୍କର ସ୍ୱର୍ଗଦୂତମାନଙ୍କ ସହିତ ଆସିବେ, ସେ ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ ଏବଂ Viz kapitolaପବିତ୍ର ବାଇବଲ31 “ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ। Viz kapitola |