ମାଥିଉ 25:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ, କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? Viz kapitolaଓଡିଆ ବାଇବେଲ44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)44 “ସେତେବେଳେ ସେମାନେ ଉତ୍ତର ଦେବେ, ‘ପ୍ରଭୁ, କେବେ ଆପଣଙ୍କୁ କ୍ଷୁଧାର୍ତ୍ତ, ତୃଷାର୍ତ୍ତ, ଅପରିଚିତ, ଉଲଗ୍ନ, ଅସୁସ୍ଥ ବା ବନ୍ଦୀ ଥିବା ଦେଖି ଆମେ ଆପଣଙ୍କୁ ସାହାଯ୍ୟ କରି ନାହୁଁ?’ Viz kapitolaପବିତ୍ର ବାଇବଲ44 “ତା'ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’ Viz kapitola |