ମାଥିଉ 25:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ। Viz kapitolaଓଡିଆ ବାଇବେଲ45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ । Viz kapitolaପବିତ୍ର ବାଇବଲ (CL) NT (BSI)45 “ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ନଗଣ୍ୟ ଲୋକମାନଙ୍କ ମଧ୍ୟରୁ ଜଣକୁ ସାହାଯ୍ୟ କରିବାକୁ ମନା କରିବାବେଳେ, ତୁମେ ମୋତେ ସାହାଯ୍ୟ କରିବାକୁ କୁଣ୍ଠିତ ହୋଇଛ।’ Viz kapitolaପବିତ୍ର ବାଇବଲ45 “ତା'ପରେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଯେତେବେଳେ ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଲୋକଙ୍କ ଭିତରୁ ଯେକୌଣସି ଲୋକକୁ ସାହାଯ୍ୟ କରିବାକୁ ମନାକଲ, ତୁମ୍ଭେ ମୋତେ ସାହାଯ୍ୟ କରିବା ପାଇଁ ମନାକଲ!’ Viz kapitola |