ମାଥିଉ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାରʼ, ଏପରି କୋଳାହଳ ହେଲା। Viz kapitolaଓଡିଆ ବାଇବେଲ6 କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)6 “ଅଧରାତିବେଳେ ପାଟି ଶୁଣାଗଲା, ‘ଏହି, ବର ଆସୁଛନ୍ତି, ଆସ ସେମାନଙ୍କୁ ପାଛୋଟି ଆଣିବା’। Viz kapitolaପବିତ୍ର ବାଇବଲ6 “ଅଧ ରାତିରେ ଜଣେ କେହି ଘୋଷଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର। Viz kapitola |