ମାଥିଉ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। Viz kapitolaଓଡିଆ ବାଇବେଲ8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)8 ସେତେବେଳେ ବୁଦ୍ଧିହୀନା କମାରୀମାନେ ବୁଦ୍ଧିମତୀମାନଙ୍କୁ କହିଲେ, ‘ଆମକୁ କିଛି ଦେଇ ଦିଅ। ଆମ ଦୀପ ଲିଭି ଯାଉଛି।’ Viz kapitolaପବିତ୍ର ବାଇବଲ8 ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’ Viz kapitola |