Online Bible

- Reklamy -




ମାଥିଉ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।

Viz kapitola kopírovat

ଓଡିଆ ବାଇବେଲ

13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ସମଗ୍ର ଜଗତରେ ଯେ କୌଣସି ସ୍ଥାନରେ ଏହି ସୁସମାଚାର ପ୍ରଚାରିତ ହେବ, ଏହି ସ୍ତ୍ରୀ ଲୋକ ଯାହା କରିଛି, ତାକୁ ସ୍ମରଣ କରି ତାହା ମଧ୍ୟ ଉଲ୍ଲେଖ କରାଯିବ।”

Viz kapitola kopírovat

ପବିତ୍ର ବାଇବଲ

13 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”

Viz kapitola kopírovat




ମାଥିଉ 26:13

Následuj nás:

Reklamy


Reklamy