ମାଥିଉ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ। Viz kapitolaଓଡିଆ ବାଇବେଲ15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 “ଯୀଶୁଙ୍କୁ ଧରାଇ ଦେଲେ ମୋତେ କଅଣ ଦେବେ?” ସେମାନେ ତାଙ୍କୁ ତିରିଶଟି ରୌପ୍ୟମୁଦ୍ରା ଗଣିଦେଲେ। Viz kapitolaପବିତ୍ର ବାଇବଲ15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରିଶ୍ଟି ରୂପାଟଙ୍କା ଦେଲେ। Viz kapitola |