ମାଥିଉ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ। Viz kapitolaଓଡିଆ ବାଇବେଲ2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)2 “ତୁମ୍ଭେମାନେ ଜାର, ନିସ୍ତାର ପର୍ବ ହେବାକୁ ଆଉ ଦୁଇଦିନ ଅଛି। ସେତେବେଳେ ମନୁଷ୍ୟପୁତ୍ର କ୍ରୁଶବିଦ୍ଧ ହେବା ପାଇଁ ସମର୍ପିତ ହେବେ।” Viz kapitolaପବିତ୍ର ବାଇବଲ2 “ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।” Viz kapitola |