ମାଥିଉ 26:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର । Viz kapitolaଓଡିଆ ବାଇବେଲ26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର । Viz kapitolaପବିତ୍ର ବାଇବଲ (CL) NT (BSI)26 ସେମାନେ ଭୋଜନ କରିବା ସମୟରେ ଯୀଶୁ ଗୋଟିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହା ମୋର ଶରୀର।” Viz kapitolaପବିତ୍ର ବାଇବଲ26 ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।” Viz kapitola |