ମାଥିଉ 26:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏଥିଉତ୍ତାରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ। Viz kapitolaଓଡିଆ ବାଇବେଲ36 ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)36 ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ସମନି ନାମକ ଏକ ସ୍ଥାନକୁ ଯାଇ କହିଲେ, “ତୁମ୍ଭେମାନେ ଏଠାରେ ଟିକେ ବସ। ମୁଁ ସେ ପାଖକୁ ଯାଇ ପ୍ରାର୍ଥନା କରିବି।” Viz kapitolaପବିତ୍ର ବାଇବଲ36 ତା'ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।” Viz kapitola |