ମାଥିଉ 26:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋʼ ସାଙ୍ଗରେ ଦଣ୍ତେ ହେଲେ ଜାଗି ପାରିଲ ନାହିଁ? Viz kapitolaଓଡିଆ ବାଇବେଲ40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)40 ତା’ପରେ ସେ ତିନିଜଣ ଶିଷ୍ୟଙ୍କ ନିକଟକୁ ଫେରି ଆସି ଦେଖିଲେ, ସେମାନେ ଶୋଇ ପଡ଼ିଛନ୍ତି। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ତିନିହେଁ ମୋ’ ସହିତ ଘଣ୍ଟାଏ ସୁଦ୍ଧା ଜାଗି ରହି ପାରୁ ନାହଁ? Viz kapitolaପବିତ୍ର ବାଇବଲ40 ତା'ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ? Viz kapitola |