Online Bible

- Reklamy -




ମାଥିଉ 26:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପକ୍ଷଣ ଶୟନ କରି ବିଶ୍ରାମ କର, ଦେଖ,ସେହି ସମୟ ସନ୍ନିକଟ ହେଲାଣି, ପୁଣି ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 ତା’ପରେ ଶିଷ୍ୟମାନଙ୍କ ନିକଟକୁ ଆସି କହିଲେ, “ତୁମେ ଏର୍ପ୍ୟନ୍ତ ଶୋଇ ରହି ବିଶ୍ରାମ କରୁଛ? ଦେଖ, ମନୁଷ୍ୟପୁତ୍ର ଖଳ ଲୋକମାନଙ୍କ ହାତରେ ସମର୍ପିତ ହେବାର ବେଳ ଆସିଛି।

Viz kapitola kopírovat

ପବିତ୍ର ବାଇବଲ

45 ତା'ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ।

Viz kapitola kopírovat




ମାଥିଉ 26:45

Následuj nás:

Reklamy


Reklamy